• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି

Leo

ସିଂହ

Monday 18 Sep 2023

ମଘା - ମିତ୍ର ମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ । ସହକର୍ମୀ କିମ୍ବା ବନ୍ଧୁଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।

ପୂ- ଫାଲ୍‌ଗୁନୀ - କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ନିଜକାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ପାଇ ମନସ୍କାମନା ପୂର୍ଣ୍ଣ ହେବ ।

ଉ- ଫାଲ୍‌ଗୁନୀ - ନିଜ ଲୋକମାନେ କହିବେ ଗୋଟିଏ କଥା ଏବଂ କାମ ବେଳକୁ ଠିକ୍ ତାହାର ଓଲଟା କରିପାରନ୍ତି । ପରିବହନରେ ଲାଭବାନ୍ ହେବେ।ଅତିଥି ସତ୍କାର କରି ଆତ୍ମସନ୍ତୋଷ ଲାଭ କରିବେ ।

ପ୍ରତିକାର - ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :