• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି

Sagittarius

ଧନୁ

Monday 18 Sep 2023

ମୂଳା - ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରିୟ ଜନ ମାନଙ୍କୁ ଆର୍ଥିକ ସାହାର୍ଯ୍ୟ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ।

ପୂ, ଷାଢା - ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଦୂର ଯାତ୍ରାରୁ ବହୁତ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ ।

ଉ, ଷାଢା - ଆୟ ଉପାର୍ଜନରେ ବାଧାସୃଷ୍ଟି ହୋଇପାରେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାନବାହାନର ନବୀକରଣ କରିବା ପାଇଁ ମନ ବଳେଇ ପାରନ୍ତି ।

ପ୍ରତିକାର - ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :