• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି

Capricorn

ମକର

Monday 18 Sep 2023

ଉ, ଷାଢା - କୌଣସି ନିଷ୍ପତି ନେବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ଭାଇଙ୍କ ସହଯୋଗ ପାଇ ବ୍ୟବସାୟ ଆଗକୁ ବଢିବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ ।

ଶ୍ରବଣା - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଦେବ । ରାଜନୀତିରେ ବିରୋଧି ଦଳ ଫାଇଦା ଉଠାଇବେ ।

ଧନିଷ୍ଠା - ଗାଡି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ ।

ପ୍ରତିକାର - ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :