• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ ହେବେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର,ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୪୪ ଗତେ ମୀନ ,ତିଥି- ପୂର୍ଣ୍ଣିମା ଦିବା ୦୮.୦୪ ଗତେ ପ୍ରତିପଦ ରାତ୍ରି ୦୪.୧୯ ଗତେ ୨ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ପ୍ରାତଃ ୦୫.୪୪ ଗତେ ଧନୁ ରାଶିରଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୦୦ ପର୍ଯ୍ୟନ୍ତ ରାତ୍ରି ୦୪.୧୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Taurus

ବୃଷ

Wednesday 18 Sep 2024

କୃତିକା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ

ରୋହିଣୀ- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।

ମୃଗଶିରା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :