• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ ହେବେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର,ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୪୪ ଗତେ ମୀନ ,ତିଥି- ପୂର୍ଣ୍ଣିମା ଦିବା ୦୮.୦୪ ଗତେ ପ୍ରତିପଦ ରାତ୍ରି ୦୪.୧୯ ଗତେ ୨ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ପ୍ରାତଃ ୦୫.୪୪ ଗତେ ଧନୁ ରାଶିରଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୦୦ ପର୍ଯ୍ୟନ୍ତ ରାତ୍ରି ୦୪.୧୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Pisces

ମୀନ

Wednesday 18 Sep 2024

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ଉ,ଭାଦ୍ରପଦ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ

ରେବତୀ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :