• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ ହେବେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର,ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୪୪ ଗତେ ମୀନ ,ତିଥି- ପୂର୍ଣ୍ଣିମା ଦିବା ୦୮.୦୪ ଗତେ ପ୍ରତିପଦ ରାତ୍ରି ୦୪.୧୯ ଗତେ ୨ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ପ୍ରାତଃ ୦୫.୪୪ ଗତେ ଧନୁ ରାଶିରଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୦୦ ପର୍ଯ୍ୟନ୍ତ ରାତ୍ରି ୦୪.୧୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Cancer

କର୍କଟ

Wednesday 18 Sep 2024

ପୁନର୍ବସୁ- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର‌୍ୟ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ପୁଷ୍ୟା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର‌୍ୟ୍ୟର ଅଧିକାରୀ ହୋଇପାରନ୍ତି

ଅଶ୍ଲେଷା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :