• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ ହେବେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର,ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୪୪ ଗତେ ମୀନ ,ତିଥି- ପୂର୍ଣ୍ଣିମା ଦିବା ୦୮.୦୪ ଗତେ ପ୍ରତିପଦ ରାତ୍ରି ୦୪.୧୯ ଗତେ ୨ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ପ୍ରାତଃ ୦୫.୪୪ ଗତେ ଧନୁ ରାଶିରଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୦୦ ପର୍ଯ୍ୟନ୍ତ ରାତ୍ରି ୦୪.୧୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Virgo

କନ୍ୟା

Wednesday 18 Sep 2024

ଉ,ଫଳଗୁନି- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ

ହସ୍ତା- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ

ଚିତ୍ରା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ

ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :