• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ ହେବେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର,ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୪୪ ଗତେ ମୀନ ,ତିଥି- ପୂର୍ଣ୍ଣିମା ଦିବା ୦୮.୦୪ ଗତେ ପ୍ରତିପଦ ରାତ୍ରି ୦୪.୧୯ ଗତେ ୨ୟା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ପ୍ରାତଃ ୦୫.୪୪ ଗତେ ଧନୁ ରାଶିରଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୦୦ ପର୍ଯ୍ୟନ୍ତ ରାତ୍ରି ୦୪.୧୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Capricorn

ମକର

Wednesday 18 Sep 2024

ଉ,ଷାଢା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।

ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଧନିଷ୍ଠା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ 

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :