• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Wednesday 19 Apr 2023

କୃତିକା - ପ୍ରେମ ଜୀବନରେ ଉତ୍ତମ ବୁଝାବଣା ରହିବ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ । ରାଜନିତିରେ ଆର୍ଥିକ ଲାଭ ମିଳିବ

ମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । ମକଦ୍ଦମାରେ ଜୟଲାଭ କରିବେ ।

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :