• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Wednesday 19 Apr 2023

ଧନିଷ୍ଠା- ବ୍ୟବସାୟୀମାନେ ପରିବହନରେ କାମ ହାସଲ କରିବେ । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧିପାଇବ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତି ଗ୍ରହଣ କରିବାକୁ ବାଧ୍ୟ ହେବେ।

ଶତଭିଷା- ହୃଦୟ ଜନିତ କୌଣସି ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇପାରେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ

ପୂ, ଭାଦ୍ରପଦ- ସାବଧାନ ରହନ୍ତୁ ନତବା, ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତବା ଅଦଳବଦଳ ହୋଇଯାଇପାରେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :