• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Wednesday 19 Apr 2023

ପୂ , ଭାଦ୍ରପଦ - ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ ।

ଉ , ଭଦ୍ରପଦ - ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର‌୍ୟ୍ୟ ପାଇବେ

ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :