• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Wednesday 19 Apr 2023

ମୃଗଶିରା- ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସଂପନ୍ନ ହେବା କଷ୍ଟକର ହୋଇପାରେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ ,ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ଆଦ୍ରା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ

ପୁନର୍ବସୁ- କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଜି ଶୁଣାଣିରେ ସନ୍ତୋଷ ପାଇ ପାରିବେ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର‌୍ୟ୍ୟ ସାଧନ କରିବେ

ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :