• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Wednesday 19 Apr 2023

ପୁନର୍ବସୁ- ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତ ହେବେ । ପର କଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି ଏବଂ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ । ବିଭିନ୍ନ କ୍ଷେତ୍ରରେ ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।

ପୁଷ୍ୟା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ପାଇ ମନୋବଳ ବୃଦ୍ଧି ପାଇବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ ।

ଅଶ୍ଳେଷା- ପଡ଼ୋଶୀମାନଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଏକ ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ମହିଳା ମାନେ ଅଧିକ କାର‌୍ୟ୍ୟକରି ପ୍ରଂଶସିତ ହେବେ ।

ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :