• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Wednesday 19 Apr 2023

ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାର୍ଶିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ

ହସ୍ତା – ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ଚିତ୍ରା – ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :