• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Wednesday 19 Apr 2023

ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ

ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ

ପ୍ରତିକାର – ଅସହାୟ ରୋଗି ମାନଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :