• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Wednesday 19 Apr 2023

ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ

ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :