Daily Horoscope 19th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Wednesday 19 Apr 2023

ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନକୁ ଭଲ ରଖିବା ପାଇଁ ଚେଷ୍ଟା କରିବେ ।

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର‌୍ୟ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।

କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।

ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :