• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Aries

ମେଷ

Friday 19 Apr 2024

ଅଶ୍ୱନୀ- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର‌୍ୟ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ

ଦ୍ୱିଜା-କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ ସରକାରୀ ଚାକିରିର ସୁଯୋଗ ପାଇବେ ।

କୃତିକା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :