• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Taurus

ବୃଷ

Friday 19 Apr 2024

କୃତିକା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ

ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।

ମୃଗଶିରା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।

ପ୍ରତିକାର – ମାଆ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :