ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ
ଧନିଷ୍ଠା- ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ
ଶତଭିଷା- କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ଯେତେ ପ୍ରକାର ସୁବିଧା ସୁଯୋଗ କଲେ ମଧ୍ୟ ଅନ୍ୟମାନେ ନିନ୍ଦା ଗାନ କରିବେ । ଆଶା ଅଭିଳାଷା ପୂରଣ ହୋଇପାରେ ।
ପୂ,ଭାଦ୍ରପଦ- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮