• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Pisces

ମୀନ

Friday 19 Apr 2024

ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ

ଉ,ଭାଦ୍ରପଦ- ସହକର୍ମୀ ମାନେ ସାହାର‌୍ୟ୍ୟ କାରୀ ସାବ୍ୟସ୍ତ୍ୟ ହେବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅତୀତ ସ୍ମୃତି ତାଜା ହୋଇପାରେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ରେବତୀ- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :