• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Gemini

ମିଥୁନ

Friday 19 Apr 2024

ମୃଗଶିରା- ଅନ୍ୟର ସାହାର‌୍ୟ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ । ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ

ଆଦ୍ରା- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପୁନର୍ବସୁ- ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :