• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Leo

ସିଂହ

Friday 19 Apr 2024

ମଘା- ପରିବାରରେ ସମସ୍ତଙ୍କୁ ସାହାର‌୍ୟ୍ୟ କରିବାରେ ସଫଳ ହେବେ । ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ଅଧିକାରୀ ମାନଙ୍କ ସହିତ ବିଶେଷ ମାମଲାରେ କଥାବାର୍ତା ହେବେ

ପୂ,ଫାଲଗୁନି- ମନରେ ନୂଆ ଆଶା ସୃଷ୍ଟି ହେବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତୃତା ଦେଖାଦେବ ।

ଉ,ଫାଲଗୁନି- ଅଭାବି ଲୋକଙ୍କୁ ସାହାର‌୍ୟ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :