• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Virgo

କନ୍ୟା

Friday 19 Apr 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ

ହସ୍ତା- ବାପା , ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି ।

ଚିତ୍ରା- ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :