• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Libra

ତୁଳା

Friday 19 Apr 2024

ଚିତ୍ରା- ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ ।

ସ୍ୱାତୀ- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ ।

ବିଶାଖା- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :