• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Scorpio

ବିଛା

Friday 19 Apr 2024

ବିଶାଖା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । କୈାଣସି କାର‌୍ୟ୍ୟରେ ସାହାସିକ ପଦକ୍ଷପ ନେବେ

ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ , ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ଜ୍ୟେଷ୍ଠା- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :