• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ

Sagittarius

ଧନୁ

Friday 19 Apr 2024

ମୂଳା- ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ

ପୂ,ଷାଢା- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର‌୍ୟ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ଉ,ଷାଢା- ସହକର୍ମୀ ମାନଙ୍କ ସହିତ ମନୋ ମାଳିନି ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :