ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥ- ୧୧ଶୀ ରାତ୍ରି ୦୮.୦୫ ଗତେ ୧୨ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୮.୦୫ ଗତେ ୧ ପାଦ-ପଶୁସମ୍ପଦନାଶ- ଅନ୍ନଦାନ
ଉ,ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ
ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ
ଧନିଷ୍ଠା- କ୍ୟାରିୟରରେ ମୋଡ ପରିବର୍ତନ ଲାଗି ଦିନଟି ଶୁଭ ରହିବ । ଜମିଜମାକୁ ନେଇ ଗଣ୍ଡେଗୋଳ ସୃଷ୍ଟି ହୋଇପାରେ । ଘରର ବୟୋଜ୍ୟେଷ୍ଠଙ୍କର ପାରାମର୍ଶ ନେଇ କାର୍ୟ୍ୟ କରିଲେ ସଫଳତା ପାଇବେ
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮