ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ଭରପୁର ରହିବ। କର୍ମ କ୍ଷେତ୍ରରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ୱ ଦେଇ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବେ ।
ଅଶ୍ୱନୀ- ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ଭରପୁର ରହିବ। କର୍ମ କ୍ଷେତ୍ରରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ୱ ଦେଇ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବେ । ଦ୍ୱିଜା- ସରକାରୀ ଚାକିରିଆ ମାନେ ଅତ୍ୟଧିକ ଚାପରେ ରହିବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କରିଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। କୃତିକା- ସବୁ ସମୟରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟାଗୁଡ଼ିକର ସମାପ୍ତି ଘଟାଇବେ। ଅବିବାହିତଙ୍କର ବିବାହ ସମ୍ବନ୍ଧ ସ୍ଥିର ହେବ।
ପ୍ରତିକାର – କୈାଣସି ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ଭରପୁର ରହିବ। କର୍ମ କ୍ଷେତ୍ରରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ୱ ଦେଇ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବେ ।ଦ୍ୱିଜା- ସରକାରୀ ଚାକିରିଆ ମାନେ ଅତ୍ୟଧିକ ଚାପରେ ରହିବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କରିଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।