• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Aries

ମେଷ

Monday 19 Aug 2024

ପୂ,ଭାଦ୍ରପଦ- ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାନ୍ଧବୀଙ୍କର ସହିତ ଦେଖା ହେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନାନ୍ତର ଘଟିବାର ଆଶଙ୍କା ଦେଖାଦେଇପାରେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।

ରେବତୀ- ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ଯ୍ୟ ଅତି ଶୀଘ୍ର ପୂରଣ ହେବ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :