• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Gemini

ମିଥୁନ

Monday 19 Aug 2024

ମୃଗଶିରା- କୌଣସି ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ଆର୍ଥିକ ଅନଟନ ହେତୁ ଆଶା ପୂରଣ ହୋଇପାରିବ ନାହିଁ । ପରିବହନ କ୍ଷେତ୍ରରେ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ।

ଆଦ୍ରା- ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଲାଭ କରିବେ। ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ବିବାଦୀୟ ଘଟଣା, ଜମିଜମା କଳହ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ।

ପୁନର୍ବସୁ- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :