• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Cancer

କର୍କଟ

Monday 19 Aug 2024

ପୁନର୍ବସୁ- କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାରେ ସାହସ ଜୁଟିଯିବ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ।

ପୁଷ୍ୟା- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ ।

ଅଶ୍ଲେଷା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :