• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Leo

ସିଂହ

Monday 19 Aug 2024

ମଘା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ପୂ,ଫାଲଗୁନି- ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି

ଉ,ଫାଲଗୁନି- ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :