• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Virgo

କନ୍ୟା

Monday 19 Aug 2024

ଉ,ଫଳଗୁନି- ଭାତୃ ସଂପର୍କରେ ଉନ୍ନତି ଘଟିବ । କୌଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ବ୍ୟବସାୟରେ ଆଶା ଅନୁଯାୟୀ ଫଳ ମିଳିବ ।

ହସ୍ତା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି।

ଚିତ୍ରା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :