• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Libra

ତୁଳା

Monday 19 Aug 2024

ଚିତ୍ରା- ପ୍ରେମିକ, ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇପାରନ୍ତି ।

ସ୍ୱାତୀ- ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ। ସହକର୍ମୀଙ୍କ ସହ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

ବିଶାଖା- ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ । ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :