• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Scorpio

ବିଛା

Monday 19 Aug 2024

ବିଶାଖା-ପୁଷ୍ଟିକର ଖାଦ୍ୟ ଗ୍ରହଣ କରନ୍ତୁ । ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ।

ଅନୁରାଧା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ।

ଜ୍ୟେଷ୍ଠା- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍