• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଆନନ୍ଦମୟ ରହିବ

ସୌର ସିଂହ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର। ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୯ ଗତେ କୁମ୍ଭ । ତିଥି- ପୂର୍ଣ୍ଣିମା ରାତ୍ରି ୧୧.୫୫ ଗତେ ପ୍ରତିପଦ ।

Capricorn

ମକର

Monday 19 Aug 2024

ଉ,ଷାଢା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ଶ୍ରବଣା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ଧନିଷ୍ଠା- ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ହୋଟେଲ ଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :