• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Taurus

ବୃଷ

Monday 19 Dec 2022

କୃତିକା - ଚାକିରୀରେ ପାଇଁ ନୂଆ ଖବର ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୈଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ ।

ରୋହିଣୀ – ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃର୍ତିରେ ପ୍ରଗତି ହେବ ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ ।

ମୃଗଶିରା – ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି । କର୍ତୁପକ୍ଷ ଆପଣଙ୍କଠୁ କୈଣସି ବଡ ଦାୟିତ୍ୱ ଦେବେ ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :