• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Aquarius

କୁମ୍ଭ

Monday 19 Dec 2022

ଧନିଷ୍ଠା - ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ

ଶତଭିଷା – ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନା କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ । ଆତ୍ମୀୟ ସୂଜନ ଆପଣଙ୍କ ବିରୋଧୀ ହେବେ

ପୂ , ଭାଦ୍ରପଦ – ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସ୍ଥିତି ବିପର୍ଯ୍ୟସ୍ତ ହୋଇପାରେ, ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :