• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Pisces

ମୀନ

Monday 19 Dec 2022

ପୂ , ଭାଦ୍ରପଦ - ଶାରୀରିକ ପିଡା ଭୋଗ କରି ପାରନ୍ତି । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ

ଉ , ଭଦ୍ରପଦ - ପରିଶ୍ରମରେ ବିଫଳତା, ଭୟ ଓ ଆଶଙ୍କା ଦେଖା ଦେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ପ୍ରତିକୂଳ ପରିସ୍ଥିତି ମଧ୍ୟଦେଇ ମଧ୍ୟ ପାରିବାରିକ ଦାୟିତ୍ୱ ସୂଚାରୁୂପେ ତୁଳାଇବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ

ରେବତୀ – ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ସୃଜନଶୀଳତା ଓ ଧର୍ମକାର୍ଯ୍ୟରେ ବାଧାପ୍ରାପ୍ତ ଦେଖାଦେବ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :