• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Gemini

ମିଥୁନ

Monday 19 Dec 2022

ମୃଗଶିରା - ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର୍ଯ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ ।ପୂର୍ବ ଯୋଜନା ଅନୁସାରେ କାମ କରିବେ । ବାକି ପଡିଥିବା ଅର୍ଥକୁ କୈଶଳରେ ଆଦାୟ କରିବାକୁ ସମର୍ଥ ହେବେ ।

ଆଦ୍ରା - ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ଅତ୍ୟଧିକ ଭାବପ୍ରବଣ ହୋଇ ଅସୁବିଧାରେ ପଡିପାରନ୍ତି

ପୁନର୍ବସୁ - ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ସାଂସାରିକ ସ୍ୱାଧିନତା ରହିବ । ଚାକିରିରେ ଆଶ୍ୱସ୍ତି ହୋଇପାରନ୍ତି । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ

ପ୍ରତିକାର – ମାଆ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :