• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Leo

ସିଂହ

Monday 19 Dec 2022

ମଘା -ପରୋକ୍ଷ ଶତୃତା ପ୍ରତି ସତର୍କ ରହିବା ଭଲ ରହିବ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ

ପୂ , ଫାଲଗୁନୀ - ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ

ଉ ,ଫାଲଗୁନୀ –ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :