• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Virgo

କନ୍ୟା

Monday 19 Dec 2022

ଉ , ଫାଲଗୁନୀ – ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ

ହସ୍ତା – ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ

ଚିତ୍ରା – କର୍ମ କ୍ଷେତ୍ରରେ ଅନ୍ଧ ଭାବରେ କାର୍ଯ୍ୟ କରିବା ଯୋଗୁ ଅପମାନିତ ହେବେ । ଯୁକ୍ତିଯୁକ୍ତ କଥା କହି ପରିସି୍ଥତିକୁ ସୁଧାରି ନେବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷାପରାୟଣ,ଖଳବ୍ୟକ୍ତି ମାନେ ଶତୃତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :