• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Libra

ତୁଳା

Monday 19 Dec 2022

ଚିତ୍ରା – ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର୍ଯ୍ୟକାରୀ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ

ସ୍ୱାତୀ – ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ବିଶାଖା – ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶୃତି ଯାହାକି ଆପଣଙ୍କ କାମରେ ଆସିବ ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :