• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Scorpio

ବିଛା

Monday 19 Dec 2022

ବିଶାଖା – ପୁରୁଣା ରୋଗ ବ୍ୟାଧ ଜନିତ ପୀଡା ଦୁଶ୍ଚିନ୍ତାର କାରଣ ହୋଇପାରେ । ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ

ଅନୁରାଧା – ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ

ଜ୍ୟେଷ୍ଠା – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :