• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Sagittarius

ଧନୁ

Monday 19 Dec 2022

ମୂଳା – ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ ।

ପୂ , ଷାଢା – ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ ।

ଉ , ଷାଢା – ହଠାତ କୈାଣସି ଖୁସି ଖବର ପାଇବେଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ । ପଡୋଶିଙ୍କର ପରାମର୍ଶ ଗ୍ରହଣ କରିବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :