• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Capricorn

ମକର

Monday 19 Dec 2022

ଉ , ଷାଢା - ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ

ଶ୍ରବଣା – ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବେ

ଧନିଷ୍ଠା - ଧୈର୍ଯ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :