Daily Horoscope 19th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Aries

ମେଷ

Monday 19 Dec 2022

ଅଶ୍ୱନୀ – ବାପାଙ୍କ ସାହାଯ୍ୟରେ ଆପଣଙ୍କର ସବୁକାର୍ଯ୍ୟ ସପୂର୍ଣ୍ଣ ହେବ । ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହି ହେବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ଦ୍ୱିଜା – ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଖାଦ୍ୟ, ପାନୀୟ ପ୍ରତି ସଜାଗ ରୁହନ୍ତୁ ।

କୃତିକା – କାର୍ଯ୍ୟ କ୍ଷେତ୍ରରେ ନୂଆ ସମ୍ଭାବନା ତଲ୍ଲାସ କରି ପାରନ୍ତି । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ ।

ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :