• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Aries

ମେଷ

Tuesday 19 Dec 2023

ଅଶ୍ୱନୀ- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । 
ଦ୍ୱିଜା- କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରିପାରନ୍ତି । 
କୃତିକା- ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।
ପ୍ରତିକାର -  ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :