• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Taurus

ବୃଷ

Tuesday 19 Dec 2023

କୃତିକା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । 

ରୋହିଣୀ- ସାମାଜିକ ସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି । 

ମୃଗଶିରା- ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବେ । 

ପ୍ରତିକାର – ଗୋ ମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :